ଓଡ଼ିଶାରେ ଅଛି ସୁନା ଖଣି। ବିଧାନସଭାରେ କଂଗ୍ରେସ ବିଧାୟକ ତାରା ବାହିନୀପତିଙ୍କ ପ୍ରଶ୍ନରେ ଏହି ଉତ୍ତର ରଖିଛନ୍ତି ଖଣି ମନ୍ତ୍ରୀ ବିଭୂତି ଜେନା । ଓଡ଼ିଶାରେ ସୁନା ଖଣିର ସନ୍ଧାନ ମିଳିଥିବା ସେ କହିଛନ୍ତି । ଦେବଗଡ଼ ଜିଲ୍ଲା ଆଡାସ-ରାମପାଲ୍ଲୀ ଅଞ୍ଚଳରେ ସୁନାପଥର ସନ୍ଧାନ ମିଳିଛି । ଜିଏସ୍‌ଆଇ ଦ୍ବାରା ତମ୍ବାପଥର ଅନ୍ବେଷଣ ବେଳେ ସୁନା ସନ୍ଧାନ ମିଳିଛି । ଏହି ଅଞ୍ଚଳରେ ସୁନା ଗଛିତ ଥିବା ଭୂତାତ୍ତ୍ବିକ ଆକଳନରୁ ଜଣାପଡ଼ିଛି

ଓଡ଼ିଶାରେ ଅଛି ସୁନା ଖଣି। ବିଧାନସଭାରେ କଂଗ୍ରେସ ବିଧାୟକ ତାରା ବାହିନୀପତିଙ୍କ ପ୍ରଶ୍ନରେ ଏହି ଉତ୍ତର ରଖିଛନ୍ତି ଖଣି ମନ୍ତ୍ରୀ ବିଭୂତି ଜେନା । ଓଡ଼ିଶାରେ ସୁନା ଖଣିର ସନ୍ଧାନ ମିଳିଥିବା ସେ କହିଛନ୍ତି । ଦେବଗଡ଼ ଜିଲ୍ଲା ଆଡାସ-ରାମପାଲ୍ଲୀ ଅଞ୍ଚଳରେ ସୁନାପଥର ସନ୍ଧାନ ମିଳିଛି । ଜିଏସ୍‌ଆଇ ଦ୍ବାରା ତମ୍ବାପଥର ଅନ୍ବେଷଣ ବେଳେ ସୁନା ସନ୍ଧାନ ମିଳିଛି । ଏହି ଅଞ୍ଚଳରେ ସୁନା ଗଛିତ ଥିବା ଭୂତାତ୍ତ୍ବିକ ଆକଳନରୁ ଜଣାପଡ଼ିଛି । ଏବେ ଏହି ଖଣିଜ ବ୍ଲକକୁ ନିଲାମ ପାଇଁ ପ୍ରସ୍ତୁତ କରାଯାଉଛି ବୋଲି କହିଛନ୍ତି ଖଣି ମନ୍ତ୍ରୀ ବିଭୂତି ଜେନା ।

Aug 23, 2024 - 00:12
 0  3
1 / 1

1.

What's Your Reaction?

like

dislike

love

funny

angry

sad

wow

EDITOR- The Ganatantra Odisha ଲୋକମାନଙ୍କର, ଲୋକମାନଙ୍କ ପାଇଁ ଏବଂ ଲୋକମାନଙ୍କ ଦ୍ୱାରା