ଚଳିତ ବର୍ଷ ରାଜ୍ୟର ଉଚ୍ଚଶିକ୍ଷା ଅନୁଷ୍ଠାନରେ ଜାତୀୟ ଶିକ୍ଷାନୀତି କାର୍ଯ୍ୟକାରୀ କରିବା ଲାଗି ରାଜ୍ୟ ସରକାର ଲକ୍ଷ୍ୟ ରଖିଥିବା ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ କହିଛନ୍ତି । ଖୁବ୍ଶୀଘ୍ର ଜାତୀୟ ଶିକ୍ଷାନୀତିର ପ୍ରଣୟନ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ଘୋଷଣା କରିବେ ବୋଲି ସେ କହିଛନ୍ତି । #theganatantraodisha #LatestNews #BreakingNews #odisha #bjp #sports
What's Your Reaction?