ବନ୍ୟା ପାଇଁ ସତର୍କ ରହୁଛି ଓଡିଶା ପ୍ରଶାସନ।
ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁଁ ରାଜ୍ୟରେ ସମ୍ଭାବ୍ଯ ବନ୍ୟା ପରିସ୍ଥିତିର ମୁକାବିଲା ନିମନ୍ତେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ଯ ଶାସନ ସଚିବ, ଜଳ ସଂପଦ ବିଭାଗ, ଶ୍ରୀମତୀ ଅନୁ ଗର୍ଗ ଆଜି ସେଚ ସଦନ ସ୍ଥିତ ରାଜ୍ୟ ବନ୍ୟା ନିୟନ୍ତ୍ରଣ କକ୍ଷରେ ପ୍ରସ୍ତୁତି ସମୀକ୍ଷା କରିଛନ୍ତି। ବିଭାଗର ବରିଷ୍ଠ ଅଧିକାରୀ ଓ ଯନ୍ତ୍ରୀମାନଙ୍କୁ ସତର୍କ ଦୃଷ୍ଟି ରଖିବାକୁ ନିର୍ଦ୍ଦେଶ ଦେବା ସହ ସମସ୍ତଙ୍କୁ ସଜାଗ ରହିବାକୁ ପରାମର୍ଶ ଦେଇଛନ୍ତି
1.
What's Your Reaction?