#ମହିଳାଙ୍କୁ_ଶକ୍ତିଶାଳୀ_କରିବାକୁ_ପ୍ରତିଶ୍ରୁତିବଦ୍ଧ

#ମହିଳାଙ୍କୁ_ଶକ୍ତିଶାଳୀ_କରିବାକୁ_ପ୍ରତିଶ୍ରୁତିବଦ୍ଧ -ମହିଳାଙ୍କୁ ଶକ୍ତିଶାଳୀ କରିବା ପାଇଁ ସରକାର ପ୍ରତିଶ୍ରୁତିବଦ୍ଧ କହିଲେ ପ୍ରଭାତୀ -ସରକାରର ୧୦୦ ଦିନ ପୂର୍ତ୍ତିରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ଅଭିଭାଷଣ -'ଶ୍ରୀମନ୍ଦିର ୪ ଦ୍ୱାର, ରତ୍ନ ଭଣ୍ଡାର ଖୋଲିଲା, ସୁଭଦ୍ରା ସହାୟତା ଦିଆଗଲା' -'ଶ୍ରୀମନ୍ଦିର ପାଇଁ ୫୦୦ କୋଟି, ଓଡ଼ିଆ ଅସ୍ମିତା ପାଇଁ ୨୦୦ କୋଟିର କର୍ପସ ଫଣ୍ଡ' -'ଏ ସରକାରର ବଡ଼ ସଫଳତା, ଲୋକଙ୍କ ସହ ଯୋଡ଼ିହେବାର ପ୍ରତିବଦ୍ଧତା' -'୨୫ ଲକ୍ଷ ମହିଳାଙ୍କୁ ସୁଭଦ୍ରା ମିଳିଛି, ଅନ୍ୟ ମହିଳାଙ୍କୁ ଖୁବଶୀଘ୍ର ମିଳିବ' -'ମୋଦି ଗ୍ୟାରେଣ୍ଟିରେ ଯାହା ଲେଖିଛୁ, ସବୁ ଗୋଟିଏ ଗୋଟିଏ ପୂରଣ କରାଯିବ' #BJP #Puri

Sep 19, 2024 - 15:21
 0  12
1 / 1

1.

What's Your Reaction?

like

dislike

love

funny

angry

sad

wow

EDITOR- The Ganatantra Odisha ଲୋକମାନଙ୍କର, ଲୋକମାନଙ୍କ ପାଇଁ ଏବଂ ଲୋକମାନଙ୍କ ଦ୍ୱାରା