#ମହିଳାଙ୍କ_ଉନ୍ନତି_ଓଡ଼ିଶା_ବିକାଶର_ମୂଳମନ୍ତ୍ର
#ମହିଳାଙ୍କ_ଉନ୍ନତି_ଓଡ଼ିଶା_ବିକାଶର_ମୂଳମନ୍ତ୍ର’ -ସୁଭଦ୍ରା ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ବକ୍ତବ୍ୟ -ଆଜି ଏନ୍ଡିଏ ସରକାରର ତୃତୀୟ ପାଳିର ଶହେ ଦିନ -ଚାଷୀ, ମହିଳା, ଗରିବଙ୍କ ବିକାଶ ପାଇଁ ବଡ଼ ବଡ଼ ନିଷ୍ପତ୍ତି ନିଆଯାଇଛି -ଗରିବଙ୍କୁ ପକ୍କା ଘର, ଯୁବକଙ୍କ ପାଇଁ ପ୍ୟାକେଜ ଘୋଷଣା ହୋଇଛି -ଓଡ଼ିଶା ସହ ଅନ୍ୟ ରାଜ୍ୟରେ ୭୫ ହଜାର ମେଡିକାଲ ସିଟ୍ ଯୋଡ଼ାଯିବ -ଜନଜାତୀୟ ବଜେଟରେ ୨ ଗୁଣା ବୃଦ୍ଧି କରାଯାଇଛି- ମୋଦି -ବିଗତ ଶହେ ଦିନରେ ୧୧ ଲକ୍ଷ ନୂଆ ଲକ୍ଷପତି ଦିଦି ସୃଷ୍ଟି କରାଯାଇଛି -ଚାଷୀମାନଙ୍କ ପାଇଁ ବି ବିଗତ ଶହେ ଦିନରେ ବଡ଼ ନିଷ୍ପତ୍ତି ହୋଇଛି -ଚାଷୀଙ୍କ ଆୟ ବୃଦ୍ଧି ପାଇଁ ରପ୍ତାନୀ ଶୁଳ୍କ ହ୍ରାସ କରାଯାଇଛି -ବିଭିନ୍ନ ଉତ୍ପାଦିତ ସାମଗ୍ରୀର ସର୍ବନିମ୍ନ ସହାୟକ ମୂଲ୍ୟ ବଢ଼ାଯାଇଛି -ମହିଳାଙ୍କ ଉନ୍ନତି ଓଡ଼ିଶା ବିକାଶର ମୂଳମନ୍ତ୍ର ହେବାକୁ ଯାଉଛି -ସୁଭଦ୍ରା ଯୋଜନାର ଲାଭ ଓଡ଼ିଶାର ୧ କୋଟିରୁ ଅଧିକ ମହିଳାଙ୍କୁ ମିଳିବ -ସୁଭଦ୍ରା ଯୋଜନା ମା ଓ ଭଉଣୀମାନଙ୍କୁ ସଶକ୍ତ କରୁ- ମୋଦି #SubhadraYojana #PMModi #Bhubaneswar
1.
What's Your Reaction?