#ଅସନ୍ତୋଷ_ଝାଡ଼ିଲେ_ସୋଫିଆ

#ଅସନ୍ତୋଷ_ଝାଡ଼ିଲେ_ସୋଫିଆ -କଂଗ୍ରେସରେ ବିଶ୍ବଜିତ ମହାନ୍ତି ଯୋଗଦେବା ପ୍ରସଙ୍ଗରେ ସୋଫିଆଙ୍କ ମନ୍ତବ୍ୟ -ଅବଗତ କରାଯାଇ ନଥିବା କହି ପରୋକ୍ଷରେ ଅସନ୍ତୋଷ ଝାଡ଼ିଲେ ସୋଫିଆ -କଟକର ଜଣେ ନେତା କଂଗ୍ରେସରେ ଯୋଗଦେଲେ, ମୁଁ ଜାଣି ନଥିଲି କହିଲେ -'ସୋସିଆଲ୍ ମିଡିଆରୁ ଜାଣିବାକୁ ପାଇଲି, ଆମକୁ ଅବଗତ କରିବାର ଥିଲା' -ସମସ୍ତଙ୍କୁ ଏକାଠି ନେଇ କାମ କଲେ କଂଗ୍ରେସ ଆଗକୁ ବଢ଼ିବ- ସୋଫିଆ -ପିସିସି ସଭାପତିଙ୍କ ଉପସ୍ଥିତିରେ କଂଗ୍ରେସରେ ସାମିଲ୍ ହୋଇଥିଲେ ବିଶ୍ବଜିତ୍ #BishwajitMahantiJoinsCongress #SofiaFirdous #OdishaCongress #ganatantraodisha

Feb 10, 2026 - 18:09
 0  13
1 / 1

1.

What's Your Reaction?

like

dislike

love

funny

angry

sad

wow

EDITOR- The Ganatantra Odisha ଲୋକମାନଙ୍କର, ଲୋକମାନଙ୍କ ପାଇଁ ଏବଂ ଲୋକମାନଙ୍କ ଦ୍ୱାରା