ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଚିଠି ଲେଖି କଲେ ଅନୁରୋଧ

ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଚିଠି ଲେଖି କଲେ ଅନୁରୋଧ ସମ୍ବଲପୁର-ସୁନ୍ଦରଗଡ଼-ଝାରସୁଗୁଡ଼ା-ବରଗଡ଼ ଅନୁଗୋଳ-ଢେଙ୍କାନାଳକୁ ପୃଥକ ‘ସିଟି ଇକୋନୋମିକ ରିଜିୟନ’ କର ଭୁବନେଶ୍ୱର-କଟକ-ପୁରୀ-ପାରାଦୀପ ମଡେଲରେ ଏହି ଦୁଇଟି 'ସିଟି ଇକୋନୋମିକ ରିଜିୟନ' ଗଠନ ପାଇଁ ପ୍ରସ୍ତାବ ସମ୍ବଲପୁର-ସୁନ୍ଦରଗଡ଼-ଝାରସୁଗୁଡ଼ା-ବରଗଡ଼ ଓ ଅନୁଗୋଳ-ଢେଙ୍କାନାଳ କ୍ଲଷ୍ଟର ରାଜ୍ୟର ମୋଟ ଜିଏସଡିପିରେ ୨୬ % ରୁ ଅଧିକ ଯୋଗଦାନ ରଖୁଛି #DharmendraPradhan #MohanMajhi #EconomicRegion

Feb 20, 2026 - 08:42
 0  13
1 / 1

1.

What's Your Reaction?

like

dislike

love

funny

angry

sad

wow

EDITOR- The Ganatantra Odisha ଲୋକମାନଙ୍କର, ଲୋକମାନଙ୍କ ପାଇଁ ଏବଂ ଲୋକମାନଙ୍କ ଦ୍ୱାରା