#ବ୍ୟାଗ୍_ଖର୍ଚ୍ଚ_୨୪୭_କୋଟି !
#ବ୍ୟାଗ୍_ଖର୍ଚ୍ଚ_୨୪୭_କୋଟି ! -ଝୋଟ ବ୍ୟାଗ୍ ବଣ୍ଟନ ଖର୍ଚ୍ଚ ନେଇ ଆସିଲା ହୋସ୍ ଉଡ଼ାଇବା ଭଳି ତଥ୍ୟ -ନିର୍ବାଚନ ପୂର୍ବରୁ ସରକାର ବାଣ୍ଟିଥିବା ଝୋଟ ବ୍ୟାଗ ଖର୍ଚ୍ଚ ନେଇ ତଥ୍ୟ -ଝୋଟ ବ୍ୟାଗ୍ ବଣ୍ଟନରେ ଖର୍ଚ୍ଚ ହୋଇଛି ୨୪୭ କୋଟି ୩୬ ଲକ୍ଷ -ଅମରେନ୍ଦ୍ର ଦାସଙ୍କ ପ୍ରଶ୍ନରେ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ଲିଖିତ ଉତ୍ତର -୨ଟି ବ୍ୟାଗ୍ ସହ ପରିବାର ପିଛା ୧ ହଜାର ଟଙ୍କା ବଣ୍ଟାଯାଇଥିଲା -୧ ହଜାର ଟଙ୍କା ବଣ୍ଟନରେ ଖର୍ଚ୍ଚ ହୋଇଛି ମୋଟ ୯୫୯ କୋଟି ୫ ଲକ୍ଷ -ନିର୍ବାଚନ ପୂର୍ବରୁ ପରିବାର ପିଛା ୨ଟି ବ୍ୟାଗ୍, ୧ ହଜାର ଟଙ୍କା ବଣ୍ଟାଯାଇଥିଲା
1.
What's Your Reaction?