ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ଅବସରରେ ରାଜ୍ୟ ପରିବହନ ପ୍ରାଧିକରଣର ସମସ୍ତ ଅଧିକାରୀ ତଥା କର୍ମଚାରୀ ଦୁର୍ନୀତି ନିବାରଣ ପାଇଁ ଶପଥ ପାଠ କରିଛନ୍ତି । 'ସତ୍ୟନିଷ୍ଠ ସଂସ୍କୃତି ହିଁ ରାଷ୍ଟ୍ର
ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ଅବସରରେ ରାଜ୍ୟ ପରିବହନ ପ୍ରାଧିକରଣର ସମସ୍ତ ଅଧିକାରୀ ତଥା କର୍ମଚାରୀ ଦୁର୍ନୀତି ନିବାରଣ ପାଇଁ ଶପଥ ପାଠ କରିଛନ୍ତି । 'ସତ୍ୟନିଷ୍ଠ ସଂସ୍କୃତି ହିଁ ରାଷ୍ଟ୍ର ସମୃଦ୍ଧିର ଭିତ୍ତି' ପ୍ରସଙ୍ଗକୁ ଆଧାର କରି ଏହି ସପ୍ତାହ ପାଳନ କରାଯାଉଛି । #VigilanceAwarenessWeek2024
1.
What's Your Reaction?