ପୂରଣ ହେବ ଖାଲି ଥିବା ସରକାରୀ ପଦବୀ, ପରାମର୍ଶ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ।

ରାଜ୍ୟରେ ସରକାରୀ ବିଭାଗଗୁଡ଼ିକରେ ଖାଲି ଥିବା ପଦବୀ ପୂରଣ ପାଇଁ ରାଜ୍ୟ ସରକାରଙ୍କର ବିଭିନ୍ନ ନିଯୁକ୍ତି ଆୟୋଗର ଅଧ୍ୟକ୍ଷମାନଙ୍କ ସହ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ ହୋଇଛି। ବୈଠକରେ ରାଜ୍ୟରେ ନିଯୁକ୍ତି ପ୍ରକ୍ରିୟାକୁ ତ୍ରୁଟିଶୂନ୍ୟ, ନିରପେକ୍ଷ ଓ ତ୍ୱରାନ୍ୱିତ ଭାବେ କରିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଆରୋପ କରିଛନ୍ତି। ଅତ୍ୟାବଶ୍ୟକୀୟ ସେବା ଯୋଗାଉ ଥିବା ବିଭାଗ, ଯଥା- ସ୍ୱାସ୍ଥ୍ୟ, ଗୃହ, ଶିକ୍ଷା ଓ କୃଷି ବିଭାଗର ପଦବୀ ଗୁଡିକୁ ଖାଲି ନ ରଖି ଯଥାଶୀଘ୍ର ପୂରଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି

Jan 3, 2025 - 21:33
 0  15
1 / 1

1.

What's Your Reaction?

like

dislike

love

funny

angry

sad

wow

EDITOR - Iswar Jena ଲୋକମାନଙ୍କର, ଲୋକମାନଙ୍କ ପାଇଁ ଏବଂ ଲୋକମାନଙ୍କ ଦ୍ୱାରା