ନୂଆ ଶିକ୍ଷା ନୀତି-୨୦୨୦ ସମ୍ପର୍କିତ ତିନି ଦିନିଆ ଜାତୀୟ କର୍ମଶାଳାର ଶୁଭାରମ୍ଭ ହୋଇଛି ।
ନୂଆ ଶିକ୍ଷା ନୀତି-୨୦୨୦ ସମ୍ପର୍କିତ ତିନି ଦିନିଆ ଜାତୀୟ କର୍ମଶାଳାର ଶୁଭାରମ୍ଭ ହୋଇଛି । ଏଥିରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଓ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ଯୋଗଦେଇ ଓଡ଼ିଶାରେ ଏହାର କାର୍ଯ୍ୟକାରିତା ସମ୍ପର୍କରେ ଆଭିମୁଖ୍ୟ ରଖିଛନ୍ତି। ନୂତନ ଶିକ୍ଷା ନୀତିରେ ପ୍ରାଥମିକ ଶିକ୍ଷା କ୍ଷେତ୍ରରେ ସୁଦୃଢ଼ ଭିତ୍ତିଭୂମି ସୃଷ୍ଟି ଓ ଗୁଣାତ୍ମକ ଶିକ୍ଷା ଉପରେ ଗୁରୁତ୍ୱ ପ୍ରଦାନ କରାଯିବ। ରାଜ୍ୟ ସରକାର ଏଥିପାଇଁ ନିଷ୍ପତ୍ତି ନେଇ ସାରିଛନ୍ତି ଏବଂ ଆସନ୍ତା ଶିକ୍ଷା ବର୍ଷଠାରୁ ଏହି ନୂଆ ନୀତି କାର୍ଯ୍ୟକାରୀ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
1.
What's Your Reaction?