ଲୋକସେବା ଭବନ ଠାରେ ମାନନୀୟ ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ @MohanMOdisha ଅଧ୍ୟକ୍ଷତାରେ ରାଜ୍ୟ କ୍ଯାବିନେଟ ବୈଠକ ଅନଷ୍ଠିତ ହୋଇଯାଇଅଛି। ଏହି ବୈଠକରେ ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ, ଶ୍ରୀମତୀ ପ୍ରଭାତୀ ପରିଡ଼ା, ରାଜ୍ୟ କ୍ୟାବିନେଟ ମନ୍ତ୍ରୀ ପରିଷଦର ସଦସ୍ୟା ଓ ସଚିବମାନଙ୍କ ଉପସ୍ଥିତରେ ଅନେକ ଗୁରୁତ୍ଵପୂର୍ଣ୍ଣ ପ୍ରସ୍ତାବକୁ ମଞ୍ଜୁର ପ୍ରଦାନ କରାଯିବା ସହିତ ରାଜ୍ୟବାସୀଙ୍କ ସାମଗ୍ରିକ ବିକାଶକୁ ଗୁରୁତ୍ଵ ଦେଇ ଅନେକ ନିଷ୍ପତ୍ତି ଗ୍ରହଣ କରାଯାଇଛି।
ଲୋକସେବା ଭବନ ଠାରେ ମାନନୀୟ ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ @MohanMOdisha ଅଧ୍ୟକ୍ଷତାରେ ରାଜ୍ୟ କ୍ଯାବିନେଟ ବୈଠକ ଅନଷ୍ଠିତ ହୋଇଯାଇଅଛି। ଏହି ବୈଠକରେ ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ, ଶ୍ରୀମତୀ ପ୍ରଭାତୀ ପରିଡ଼ା, ରାଜ୍ୟ କ୍ୟାବିନେଟ ମନ୍ତ୍ରୀ ପରିଷଦର ସଦସ୍ୟା ଓ ସଚିବମାନଙ୍କ ଉପସ୍ଥିତରେ ଅନେକ ଗୁରୁତ୍ଵପୂର୍ଣ୍ଣ ପ୍ରସ୍ତାବକୁ ମଞ୍ଜୁର ପ୍ରଦାନ କରାଯିବା ସହିତ ରାଜ୍ୟବାସୀଙ୍କ ସାମଗ୍ରିକ ବିକାଶକୁ ଗୁରୁତ୍ଵ ଦେଇ ଅନେକ ନିଷ୍ପତ୍ତି ଗ୍ରହଣ କରାଯାଇଛି। #CabinetDecisions
What's Your Reaction?