ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନ ଠାରେ ଧରଣୀଧର ବିଶ୍ବବିଦ୍ୟାଳୟ, କେନ୍ଦୁଝରର ଭିତ୍ତିଭୂମି ବିକାଶ, ମାନବ ସମ୍ବଳର ନିଯୁକ୍ତି ଏବଂ ଅନ୍ୟାନ୍ୟ ଆନୁଷଙ୍ଗିକ ସୁବିଧା ସୁଯୋଗ ବିଷୟରେ ଆଲୋଚନା କରିଛନ୍ତି।
ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନ ଠାରେ ଧରଣୀଧର ବିଶ୍ବବିଦ୍ୟାଳୟ, କେନ୍ଦୁଝରର ଭିତ୍ତିଭୂମି ବିକାଶ, ମାନବ ସମ୍ବଳର ନିଯୁକ୍ତି ଏବଂ ଅନ୍ୟାନ୍ୟ ଆନୁଷଙ୍ଗିକ ସୁବିଧା ସୁଯୋଗ ବିଷୟରେ ଆଲୋଚନା କରିଛନ୍ତି। ଧରଣୀଧର ବିଶ୍ବବିଦ୍ୟାଳୟ ଅଧୀନରେ ସଂପ୍ରତି ୩୮ଟି କଲେଜ ଅନୁବନ୍ଧିତ ରହିଛି। ଆଗାମୀ ଦୁଇ ବର୍ଷ ମଧ୍ୟରେ ଏହାକୁ ସ୍ବୟଂସମ୍ପୂର୍ଣ୍ଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଭିତ୍ତିଭୂମି ବିକାଶ ନିମନ୍ତେ ଏକ ବିଶ୍ବସ୍ତରୀୟ ମାଷ୍ଟରପ୍ଲାନ ପ୍ରସ୍ତୁତ କରିବା, ୬ ମହଲା ବିଶିଷ୍ଟ ୬ଟି ହଷ୍ଟେଲ ନିର୍ମାଣ ଏବଂ ପରୀକ୍ଷା ନିୟନ୍ତ୍ରକ, ରେଜିଷ୍ଟ୍ରାର୍ ଓ ବିତ୍ତ ନିୟନ୍ତ୍ରକ ପଦବୀ ପୂରଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। #ବିକଶିତଓଡ଼ିଶା
1.
What's Your Reaction?