ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ସୁଶାସନ, ଗରୀବ କଲ୍ୟାଣ ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଆଜି ରାଜ୍ୟ କାର୍ଯ୍ୟାଳୟଠାରେ ରାଜ୍ୟ ସଭାପତି ଶ୍ରୀ @SamalManmohan7 ଙ୍କ ଉପସ୍ଥିତିରେ
ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ସୁଶାସନ, ଗରୀବ କଲ୍ୟାଣ ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଆଜି ରାଜ୍ୟ କାର୍ଯ୍ୟାଳୟଠାରେ ରାଜ୍ୟ ସଭାପତି ଶ୍ରୀ @SamalManmohan7 ଙ୍କ ଉପସ୍ଥିତିରେ ହିଞ୍ଜିଳି ବିଜେପି ବିଧାୟକ ପ୍ରାର୍ଥୀ ତଥା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଶ୍ରୀ ଶିଶିର ମିଶ୍ରଙ୍କ ନେତୃତ୍ୱରେ ଘୁମୁସର ସାଙ୍ଗଠନିକ ଜିଲ୍ଲାର ବିଜେଡି ସମର୍ଥିତ ସରପଞ୍ଚମାନେ ନିଜ ସମର୍ଥକଙ୍କ ଗହଣରେ ବିଜେଡି ଦଳ ପରିତ୍ୟାଗ କରି ଆନୁଷ୍ଠାନିକ ଭାବେ ଭାରତୀୟ ଜନତା ପାର୍ଟିରେ ସାମିଲ ହୋଇଛନ୍ତି । ଏହି ମିଶ୍ରଣ ପର୍ବରେ ମନ୍ତ୍ରୀ ଶ୍ରୀ ଗୋକୁଳାନନ୍ଦ ମଲ୍ଲିକ, ସାଂସଦ ଶ୍ରୀମତୀ ଅନିତା ଶୁଭଦର୍ଶିନୀ ପଟ୍ଟନାୟକ ପ୍ରମୁଖ ଦଳୀୟ ଉତରୀୟ ପିନ୍ଧାଇ ସ୍ୱାଗତ କରିଥିଲେ ।
1.

What's Your Reaction?