#ବିଷାକ୍ତ_ମଦ_ନେଇଛି_୨୩୧_ଜୀବନ
#ବିଷାକ୍ତ_ମଦ_ନେଇଛି_୨୩୧_ଜୀବନ - ୧୯୯୨ ଠାରୁ ଏଯାବତ୍ ବିଷାକ୍ତ ମଦ ପିଇ ୨୩୧ ଜଣଙ୍କ ମୃତ୍ୟୁ - ବିଧାନସଭାରେ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଉତ୍ତର - '୧୯୯୨ରେ କଟକରେ ସର୍ବାଧିକ ୧୩୪ ଜଣଙ୍କ ମୃତ୍ୟୁ ହୋଇଥିଲା' - '୨୦୧୨ରେ ଭୁବନେଶ୍ୱର ଉପକଣ୍ଠ ଟୁକୁଲିପଡ଼ାରେ ୪୧ ଜଣଙ୍କ ମୃତ୍ୟୁ' - '୨୦୦୧ରେ ପୁରୀରେ ୨୦, ୨୦୦୬ରେ ଗଞ୍ଜାମରେ ୧୯ ଜଣଙ୍କ ମୃତ୍ୟୁ' - '୨୦୧୯ ନିର୍ବାଚନ ବେଳେ ଭଦ୍ରକ ତିହିଡ଼ିରେ ୭ ଜଣଙ୍କ ମୃତ୍ୟୁ' - 'ଗ୍ରାମାଞ୍ଚଳରେ ଅଛି ୪୩୩ଟି ଦେଶୀଭାଟି, ୨୨୭ କୋଟିର ରାଜସ୍ୱ ଆଦାୟ' - 'ପାଉଚ ଉତ୍ପାଦନ ପାଇଁ ୪୯୦ ମଦଭାଟିକୁ ଲାଇସେନ୍ସ ଦିଆଯାଇଛି' - '୨୦୨୩-୨୪ ଆର୍ଥିକ ବର୍ଷରେ ୨୩ କୋଟି ଲିଟର ମହୁଲି ମଦ ପ୍ରସ୍ତୁତ' #Alcohol #Odisha
1.
What's Your Reaction?