#ରେଭେନ୍ସା_ନାଁ_ବଦଳିବା_ଦରକାର: ଧର୍ମେନ୍ଦ୍ର

#ରେଭେନ୍ସା_ନାଁ_ବଦଳିବା_ଦରକାର: ଧର୍ମେନ୍ଦ୍ର -ରେଭେନ୍ସା ନାଁ ବଦଳିବା ଦରକାର କହିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ -‘ରେଭେନ୍ସା ବିଶ୍ବବିଦ୍ୟାଳୟ ନାମ ପରିବର୍ତ୍ତନର ଆବଶ୍ୟକତା ରହିଛି’ -‘ଯେଉଁ ରେଭେନ୍ସାଙ୍କ ନାଁରେ ଏହା ହୋଇଛି, ତାଙ୍କ ଭୂମିକା କଣ ଥିଲା’ -‘ନଅଙ୍କ ଦୁର୍ଭିକ୍ଷ ବେଳେ ସେହି ରେଭେନ୍ସା ବ୍ୟକ୍ତି ଜଣକ କରୁଥିଲେ କଣ’ -‘ଯେଉଁ ବ୍ୟକ୍ତି ଓଡ଼ିଆଙ୍କୁ କଷ୍ଟ ଦେଉଥିଲେ, ତାହା କଣ ଗୌରବ ବିଷୟ କି’ -‘ନାଁ ବଦଳିବା ମୋର ବ୍ୟକ୍ତିଗତ ମତ, ଏହା ଉପରେ ବିତର୍କ ଆବଶ୍ୟକ’ -‘ଓଡ଼ିଶାର ବୁଦ୍ଧିଜୀବୀମାନେ ଏହା ଉପରେ ଚିନ୍ତା କରିବା ଉଚିତ’ -ସ୍ବାୟତ୍ତ ଶାସନ ଦିବସ ଉତ୍ସବରେ ଯୋଗଦେଇ ମତ ଦେଲେ ଧର୍ମେନ୍ଦ୍ର #RavenshawUniversity #DharmendraPradhan

Aug 31, 2024 - 17:17
 0  13
1 / 1

1.

What's Your Reaction?

like

dislike

love

funny

angry

sad

wow

EDITOR- The Ganatantra Odisha ଲୋକମାନଙ୍କର, ଲୋକମାନଙ୍କ ପାଇଁ ଏବଂ ଲୋକମାନଙ୍କ ଦ୍ୱାରା