କଟକ: ମେଜରଙ୍କ ବାନ୍ଧବୀଙ୍କୁ ହାଇକୋର୍ଟରୁ ମିଳିଲା ଜାମିନ

*କଟକ: ମେଜରଙ୍କ ବାନ୍ଧବୀଙ୍କୁ ହାଇକୋର୍ଟରୁ ମିଳିଲା ଜାମିନ *କାଲି ଶୁଣାଣି ଅସମାପ୍ତ ରଖି ଆଇଓଙ୍କୁ ହାଜର ନିର୍ଦ୍ଦେଶ କରିଥିଲେ କୋର୍ଟ *ଭରତପୁର ଥାନା ଗଣ୍ଡଗୋଳ ମାମଲାରେ ଯୁବତୀଙ୍କୁ ଗିରଫ କରାଯାଇଥିଲା *ଘଟଣାକୁ ନେଇ ଆଜି ଭରତପୁର ଥାନାର ୫ ଜଣଙ୍କୁ ନିଲମ୍ବିତ କରାଯାଇଛି *ଆଇଆଇସି, ଜଣେ ଏସ୍‌ଆଇ, ୨ ଏଏସ୍‌ଆଇ ନିଲମ୍ବିତ ହୋଇଛନ୍ତି #Odisha

Sep 18, 2024 - 14:50
 0  12
1 / 1

1.

What's Your Reaction?

like

dislike

love

funny

angry

sad

wow

EDITOR - Iswar Jena ଲୋକମାନଙ୍କର, ଲୋକମାନଙ୍କ ପାଇଁ ଏବଂ ଲୋକମାନଙ୍କ ଦ୍ୱାରା