ବାଲେଶ୍ବର ଜିଲ୍ଲା ଗସ୍ତ କରି ସୃଷ୍ଟି ହୋଇଥିବା ବନ୍ୟା ସ୍ଥିତିର ସମୀକ୍ଷା କଲି।

ବାଲେଶ୍ବର ଜିଲ୍ଲା ଗସ୍ତ କରି ସୃଷ୍ଟି ହୋଇଥିବା ବନ୍ୟା ସ୍ଥିତିର ସମୀକ୍ଷା କଲି। ବନ୍ୟା ପ୍ରଭାବିତ ଅଞ୍ଚଳରେ ସମସ୍ତ ସୁବିଧା ସୁଯୋଗ ବିଶେଷକରି ରିଲିଫ ସାମଗ୍ରୀ, ରନ୍ଧାଖାଦ୍ୟ, ସ୍ୱାସ୍ଥ୍ୟ ସହାୟତା ପ୍ରଦାନ ପ୍ରକ୍ରିୟାକୁ ତ୍ୱରାନ୍ୱିତ କରିବା ପାଇଁ ପରାମର୍ଶ ଦେଲି। ବନ୍ୟା ନିୟନ୍ତ୍ରଣ ପାଇଁ ରାଜ୍ୟ ସରକାର ସଂପୂର୍ଣ୍ଣ ପ୍ରସ୍ତୁତ ରହି ସମସ୍ତ ପ୍ରକାରର ସତର୍କତା ଅବଲମ୍ବନ କରୁଛନ୍ତି। ସୃଷ୍ଟି ହେଉଥିବା ବନ୍ୟା ପରିସ୍ଥିତର ସ୍ଥାୟୀ ପ୍ରତିକାର ପାଇଁ ଏକ ରୋଡମ୍ଯାପ ପ୍ରସ୍ତୁତ କରିବା ନିମନ୍ତେ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି।

Sep 18, 2024 - 15:00
 0  12
1 / 1

1.

What's Your Reaction?

like

dislike

love

funny

angry

sad

wow

EDITOR- The Ganatantra Odisha ଲୋକମାନଙ୍କର, ଲୋକମାନଙ୍କ ପାଇଁ ଏବଂ ଲୋକମାନଙ୍କ ଦ୍ୱାରା