#୨୪_ତଦନ୍ତ_କଲେ, #ରିପୋର୍ଟ_କାହିଁ- #ପୂଜାରୀ
#୨୪_ତଦନ୍ତ_କଲେ, #ରିପୋର୍ଟ_କାହିଁ- #ପୂଜାରୀ -ନବୀନଙ୍କ ନ୍ୟାୟିକ ତଦନ୍ତ ଦାବିକୁ କଟାକ୍ଷ କଲେ ମନ୍ତ୍ରୀ ସୁରେଶ ପୂଜାରୀ -‘ନ୍ୟାୟିକ ତଦନ୍ତ କଥା କହୁଛନ୍ତି, କନ୍ଧମାଳ ତଦନ୍ତ ରିପୋର୍ଟ କୁଆଡ଼େ ଗଲା’ -‘ନବୀନ ବାବୁଙ୍କ ବେଳେ ୨୪ ନ୍ୟାୟିକ ତଦନ୍ତ ହେଲା, ରିପୋର୍ଟ କାହିଁ’ -‘୨୪ ବର୍ଷର ସରକାର ଚାହିଁଥିଲେ ହିଂସାମୁକ୍ତ ଓଡ଼ିଶା ଗଠନ ହୋଇପାରିଥାନ୍ତା’ -‘ନବୀନ ଆଦର୍ଶ ଥାନା କରୁଥିଲେ, ଆମ ସରକାର ଆଦର୍ଶ ପୋଲିସ ପାଇଁ ଚେଷ୍ଟା କରିବ’ -‘ନବୀନ ଯଦି ତାଙ୍କ ସମୟରେ ବୁଝୁଥାନ୍ତେ, ନାରୀ ନିର୍ଯାତନା ହୋଇନଥାନ୍ତା’ -‘ନିଜେ ରାଜଧର୍ମ ପାଳନ କଲେନି, ଏବେ ଶହେ ଦିନର ସରକାରକୁ ପାଠ ପଢ଼ାଉଛନ୍ତି’ #SureshPujari #NaveenPatnaik #Pressmeet
1.
What's Your Reaction?