ନବୀନ ପଟ୍ଟନାୟକଙ୍କୁ ସମାଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ନବୀନ ପଟ୍ଟନାୟକଙ୍କୁ ସମାଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ *ଭୋଟ ପାଇଁ ହୀନ ଚକ୍ରାନ୍ତରେ ନିଜେ ଫସିଲେ ନବୀନ ବୋଲି କହିଲେ *ନବୀନଙ୍କ ୨୪ ବର୍ଷର ଶାସନ ରାଜ୍ୟକୁ ବିକାଶ ବଦଳରେ ଧ୍ବଂସ କରିଦେଲା *ସଭା ମଞ୍ଚରେ ସିଏମ୍ଓ ଅଧିକାରୀ ନେତୃତ୍ବ ନେଇ ଭାଷଣ ଦେଲେ #Odisha
1.
What's Your Reaction?