#ଯାଜପୁରକୁ_ଲୁଟିଛନ୍ତି_୩_ପରିବାର

#ଯାଜପୁରକୁ_ଲୁଟିଛନ୍ତି_୩_ପରିବାର -ବିକାଶ ନାଁରେ ୩ ପରିବାର ଯାଜପୁରକୁ ଲୁଟିଛନ୍ତି କହିଲେ ମୁଖ୍ୟମନ୍ତ୍ରୀ -ନାଁ ନନେଇ ବିଜେଡିର ୩ ନେତାଙ୍କୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ -ଯାଜପୁର ଏକ ଶିଳ୍ପ ସମୃଦ୍ଧ ଓ ଖଣି ଖାଦାନରେ ଭରପୂର ଅଞ୍ଚଳ -ଯେତିକି ଉନ୍ନତି ହେବା କଥା ସେତିକି ନାହିଁ, ଲୋକେ ଗରିବ- ମୁଖ୍ୟମନ୍ତ୍ରୀ -ବିଗତ ସରକାରରେ ଅବହେଳିତ ହୋଇଥିବା ଲୋକଙ୍କୁ ସୁବିଧା ମିଳିବ #CM #MohanCharanMajhi #Jajpur

Sep 30, 2024 - 16:12
 0  11
1 / 1

1.

What's Your Reaction?

like

dislike

love

funny

angry

sad

wow

EDITOR- The Ganatantra Odisha ଲୋକମାନଙ୍କର, ଲୋକମାନଙ୍କ ପାଇଁ ଏବଂ ଲୋକମାନଙ୍କ ଦ୍ୱାରା