*ମନମୋହନ ସାମଲଙ୍କ ବଡ଼ ବୟାନ; କହିଲେ, ଆଗକୁ

*ମନମୋହନ ସାମଲଙ୍କ ବଡ଼ ବୟାନ; କହିଲେ, ଆଗକୁ ବିଜେପିରେ ମିଶିବେ ବହୁ ବିଜେଡି ନେତା* *ବିଜେପିରେ ମିଶିବା ପାଇଁ ଆବେଦନ କରିଛନ୍ତି ବିଜେଡି ନେତା । ଗଣମାଧ୍ୟମ ସାମ୍ନାରେ ଏମିତି ଏକ ବଡ଼ ବୟାନ ଦେଇଛନ୍ତି ରାଜ୍ୟ ସଭାପତି ମନମୋହନ ସାମଲ । ସେ କହିଛନ୍ତି ଯେ, ଆଗକୁ ବିଜେଡି ଖାଲି ହୋଇଯିବ । ତାଙ୍କ ଦଳରେ ଆଉ କେହି ରହିବେ ନାହିଁ । ବିଜେପିରେ ମିଶିବାକୁ ଅନେକ ନେତାଙ୍କ ଆବେଦନ ଆସୁଛି । ନବୀନଙ୍କ ନିର୍ବାଚନ ମଣ୍ଡଳୀରୁ ପଞ୍ଚାୟତ ପ୍ରତିନିଧିମାନେ କିଛି ଦିନ ତଳେ ବିଜେପିରେ ମିଶିଥିଲେ । ଦୁଇ ରାଜ୍ୟସଭା ସାଂସଦ ବି ବିଜେପିରେ ମିଶିଲେ । ଆଗକୁ ଆହୁରି ଅନେକ ନେତା ବିଜେପିରେ ସାମିଲ ହେବେ ବୋଲି ରାଜ୍ୟ ବିଜେପି ସଭାପତି କହିଛନ୍ତି*। *ସେହିପରି ମନମୋହନ ସାମଲ ଆହୁରି କହିଛନ୍ତି, ଆମେ କେଉଁଠି କାହାକୁ ବ୍ଲାକମେଲ କରି ଦଳରେ ମିଶାଉ ନାହୁଁ । ନିଜ ଇଚ୍ଛାରେ ସେମାନେ ବିଜେପିରେ ମିଶିବା ପାଇଁ ନିବେଦନ କରୁଛନ୍ତି । ଯଦି ନିର୍ଦ୍ଦିଷ୍ଟ ଅଭିଯୋଗ ଅଛି ବିଜେଡି କହୁ*।

Oct 2, 2024 - 22:51
 0  13
1 / 1

1.

What's Your Reaction?

like

dislike

love

funny

angry

sad

wow

EDITOR- The Ganatantra Odisha ଲୋକମାନଙ୍କର, ଲୋକମାନଙ୍କ ପାଇଁ ଏବଂ ଲୋକମାନଙ୍କ ଦ୍ୱାରା