ଗଞ୍ଜାମ ଜିଲ୍ଲା ଚ଼ିକିଟିରେ ବିଷାକ୍ତ ମଦ ପିଇ ଅସୁସ୍ଥ ହୋଇ ବ୍ରହ୍ମପୁର ମେଡ଼ିକାଲ୍ ରେ ଚିକିତ୍ସିତ ହେଉଥିବା ଆହତ
ଗଞ୍ଜାମ ଜିଲ୍ଲା ଚ଼ିକିଟିରେ ବିଷାକ୍ତ ମଦ ପିଇ ଅସୁସ୍ଥ ହୋଇ ବ୍ରହ୍ମପୁର ମେଡ଼ିକାଲ୍ ରେ ଚିକିତ୍ସିତ ହେଉଥିବା ଆହତ ମାନଙ୍କୁ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ଶ୍ରୀ @PrithivirajBJP, ଚ଼ିକିଟି ବିଧାୟକ ଶ୍ରୀ ମନୋରଞ୍ଜନ ଦ୍ୟାନସାମନ୍ତରାୟ ପ୍ରମୁଖ ଭେଟି ଆଶୁ ଆରୋଗ୍ୟ କାମନା କରିବା ସହ ଚିକିତ୍ସା ପାଇଁ ସମସ୍ତ ପ୍ରକାର ବ୍ୟବସ୍ଥା କରିବାକୁ ମେଡ଼ିକାଲ କର୍ତ୍ତୁପକ୍ଷଙ୍କୁ ନିର୍ଦ୍ଦେଶ ଦେଇଥିଲେ।
1.

What's Your Reaction?