ଓଡ଼ିଶାରେ ଲାଗୁ ହେଲା ପିଏମ୍-ଉଷା ଯୋଜନା ।
ଓଡ଼ିଶାରେ ଲାଗୁ ହେଲା ପିଏମ୍-ଉଷା ଯୋଜନା । ଭୁବନେଶ୍ୱର ଠାରେ ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ @MohanMOdisha, ରାଜ୍ୟ ଉଚ୍ଚ ଶିକ୍ଷା, କ୍ରୀଡ଼ା ଓ ଯୁବ ବ୍ୟାପାର ମନ୍ତ୍ରୀ @suryabanshibjp ଙ୍କ ଉପସ୍ଥିତିରେ ରାଜ୍ୟରେ ପ୍ରଧାନମନ୍ତ୍ରୀ ଉଚ୍ଚତର ଶିକ୍ଷା ଅଭିଯାନ(ପିଏମ-ଉଷା)କୁ କାର୍ଯ୍ୟକାରୀ କରିବା ପାଇଁ ଭାରତ ସରକାରଙ୍କ @EduMinOfIndia ଏବଂ ଓଡ଼ିଶା ସରକାରଙ୍କ @DHE_Odisha ମଧ୍ୟରେ ବୁଝାମଣା ପତ୍ର ସ୍ୱାକ୍ଷର ହୋଇଯାଇଛି । ରାଜ୍ୟରେ ନୂଆ ଶିକ୍ଷାନୁଷ୍ଠାନ ସ୍ଥାପନ କରିବା ଏବଂ ଉଚ୍ଚତର ଶିକ୍ଷାନୁଷ୍ଠାନ ଗୁଡିକର ସାମଗ୍ରିକ ଉନ୍ନତି କରିବା ଲକ୍ଷ୍ୟରେ ଏହି ଏମଓୟୁ ସ୍ୱାକ୍ଷରିତ ହୋଇଛି । ଏହି ଅବସରରେ ରାଜ୍ୟର ଶିକ୍ଷା ପରିବାରର ସମସ୍ତଙ୍କୁ ଅଭିନନ୍ଦନ ଜଣାଉଛି ।
1.
What's Your Reaction?