ରାଜ୍ୟର ବିକାଶକୁ ଆହୁରି ତ୍ୱରାନ୍ୱିତ କରିବା ଲାଗି ଗ୍ରାମୀଣ ଭିତ୍ତିଭୂମିକୁ ମଜଭୁତ କରୁଛନ୍ତି ରାଜ୍ୟ ସରକାର।

ରାଜ୍ୟର ବିକାଶକୁ ଆହୁରି ତ୍ୱରାନ୍ୱିତ କରିବା ଲାଗି ଗ୍ରାମୀଣ ଭିତ୍ତିଭୂମିକୁ ମଜଭୁତ କରୁଛନ୍ତି ରାଜ୍ୟ ସରକାର। ଏହି କ୍ରମରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ମୟୂରଭଞ୍ଜର ବିଶୋଇ ଠାରେ ଜିଲ୍ଲାର ବିଭିନ୍ନ ବ୍ଲକ ପାଇଁ ₹୪୨୦ କୋଟିରୁ ଊର୍ଦ୍ଧ୍ୱ ମୂଲ୍ୟର ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପର ଶୁଭ ଉଦ୍‌ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏଥିସହିତ, ବିଶୋଇ ବ୍ଲକ ମୁଖ୍ୟାଳୟ ଠାରେ ଏକ +୨ ମହାବିଦ୍ୟାଳୟ ସ୍ଥାପନ କରିବା ପାଇଁ ଓ ବିଶୋଇ ସ୍ଥିତ ମିନି ଷ୍ଟାଡିୟମକୁ ମହାପୁରୁଷ ଧରଣୀଧର ନାଏକଙ୍କ ନାମରେ ନାମିତ କରିବା ଏବଂ ସେଠାରେ ତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ କରିବାପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। #ବିକଶିତଓଡ଼ିଶ

May 14, 2025 - 09:48
 0  14
1 / 1

1.

What's Your Reaction?

like

dislike

love

funny

angry

sad

wow

EDITOR- The Ganatantra Odisha ଲୋକମାନଙ୍କର, ଲୋକମାନଙ୍କ ପାଇଁ ଏବଂ ଲୋକମାନଙ୍କ ଦ୍ୱାରା