ଓଡ଼ିଶାରେ ପହଞ୍ଚିଛନ୍ତି ଇଡି ନିର୍ଦ୍ଦେଶକ ରାହୁଲ ନବୀନ । ଆଜିଠୁ ତିନି ଦିନିଆ ଓଡ଼ିଶା ଗସ୍ତରେ ଅଛନ୍ତି ରାହୁଲ। ସେ ଗସ୍ତ ସମୟରେ ଅନେକ ଗରୁତ୍ୱପୂର୍ଣ୍ଣ ବୈଠକରେ ଯୋଗ ଦେବା ନେଇ କାର୍ଯ୍ୟକ୍ରମ ରହିଛି । ତେବେ ଇଡ଼ି ମୁଖ୍ୟଙ୍କ ଓଡି଼ଶା ଗସ୍ତର କାରଣ ଏବେବି ଅସ୍ପଷ୍ଟ ରହିଛି। ତାଙ୍କ ଗସ୍ତ ସମୟରେ ଓଡ଼ିଶାରେ କିଛି ପୁରୁଣା ଫାଇଲ ଉପରେ ବଡ଼ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ହୋଇପାରେ ବୋଲି ଅନୁମାନ କରାଯାଉଛି। #ED #Odisha

Aug 27, 2024 - 23:51
 0  4
1 / 1

1.

What's Your Reaction?

like

dislike

love

funny

angry

sad

wow

EDITOR - Iswar Jena ଲୋକମାନଙ୍କର, ଲୋକମାନଙ୍କ ପାଇଁ ଏବଂ ଲୋକମାନଙ୍କ ଦ୍ୱାରା