ଜାତୀୟ ମହାକାଶ ଦିବସ ଅବସରରେ ସମସ୍ତଙ୍କୁ ଅନେକ ଅନେକ ଶୁଭେଚ୍ଛା।

ଜାତୀୟ ମହାକାଶ ଦିବସ ଅବସରରେ ସମସ୍ତଙ୍କୁ ଅନେକ ଅନେକ ଶୁଭେଚ୍ଛା। ଆଜିର ଦିନରେ ହିଁ ଭାରତ ଚନ୍ଦ୍ରରେ ତ୍ରିରଙ୍ଗା ଉଡ଼ାଇ ଏକ ନୂଆ ଇତିହାସ ସୃଷ୍ଟି କରିଥିଲା। ଭାରତ ମହାକାଶ ବିଜ୍ଞାନର ଏହି ସଫଳ ଯାତ୍ରାକୁ ସମ୍ମାନ ଜଣାଇବା ଉଦ୍ଦେଶ୍ୟରେ ଅଗଷ୍ଟ ୨୩ ତାରିଖକୁ ‘ଜାତୀୟ ମହାକାଶ ଦିବସ’ ରୂପେ ପାଳନ କରିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଘୋଷଣା କରିଥିଲେ। #NationalSpaceDay #NSpD2024

Aug 23, 2024 - 10:25
 0  10
1 / 1

1.

What's Your Reaction?

like

dislike

love

funny

angry

sad

wow

EDITOR- The Ganatantra Odisha ଲୋକମାନଙ୍କର, ଲୋକମାନଙ୍କ ପାଇଁ ଏବଂ ଲୋକମାନଙ୍କ ଦ୍ୱାରା