ପ୍ରଧାନମନ୍ତ୍ରୀ ଜନମନ ପରିଯୋଜନା ଅଧୀନରେ ଜିଲ୍ଲାରେ ବସବାସ କରୁଥିବା ଅନୁନ୍ନତ ଜନଜାତି ଜନସାଧାରଣଙ୍କୁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଭିନ୍ନ ସୁବିଧା ଯୋଗାଇଦେବା ନିମନ୍ତେ ବ୍ୟାପକ ସଚେତନତା କାର୍ଯ୍ୟକ୍ରମ ଜିଲ୍ଲାର ଆଦିମ ଜନଜାତି ବସବାସ କରୁଥିବା ଅଂଚଳରେ ଆୟୋଜିତ ହେବ ବୋଲି ଜିଲ୍ଲାପାଳ,ସାମ୍ବାଦିକ ସମ୍ମିଳନୀରେ ପ୍ରକାଶ କରିଛନ୍ତି ।

Aug 24, 2024 - 19:09
 0  4
1 / 1

1.

What's Your Reaction?

like

dislike

love

funny

angry

sad

wow

EDITOR- The Ganatantra Odisha ଲୋକମାନଙ୍କର, ଲୋକମାନଙ୍କ ପାଇଁ ଏବଂ ଲୋକମାନଙ୍କ ଦ୍ୱାରା