ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆହ୍ୱାନକ୍ରମେ ଭୁବନେଶ୍ୱର ଲିଙ୍ଗରାଜ ମନ୍ଦିରଠାରୁ ମୁକ୍ତେଶ୍ୱର ମନ୍ଦିର ପର୍ଯ୍ୟନ୍ତ #TirangaRally ଅନୁଷ୍ଠିତ ହୋଇଛି । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ତତ୍ଵାବର୍ଦ୍ଧନରେ ଓଡ଼ିଶାରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା, ସରକାରୀ ଦଳ ମୁଖ୍ୟ ସଚେତକ ସରୋଜ କୁମାର ପ୍ରଧାନ, ମୁଖ୍ୟ ଶାସନ ପ୍ରମୁଖ ସାମିଲ ହୋଇଥିଲେ। #theganatantraodisha #LatestNews #BreakingNews #TirangaRally
What's Your Reaction?