ମାନନୀୟ ମୁଖ୍ୟମନ୍ତ୍ରୀ ଶ୍ରୀ @MohanMOdisha ଙ୍କ ଦ୍ୱାରା ଚାଷୀଙ୍କୁ ସମ୍ମାନ ଦେବାକୁ ଓ ସେମାନଙ୍କୁ ସ୍ୱାବଲମ୍ବୀ କରିବା ଲକ୍ଷ୍ୟ।

ମାନନୀୟ ମୁଖ୍ୟମନ୍ତ୍ରୀ ଶ୍ରୀ @MohanMOdisha ଙ୍କ ଦ୍ୱାରା ଚାଷୀଙ୍କୁ ସମ୍ମାନ ଦେବାକୁ ଓ ସେମାନଙ୍କୁ ସ୍ୱାବଲମ୍ବୀ କରିବା ପାଇଁ ଆରମ୍ଭ ହୋଇଥିବା ସିଏମ କିସାନ ଯୋଜନାର ଗଞ୍ଜାମ ଜିଲ୍ଲାରେ ଶୁଭାରମ୍ଭ କାର୍ଯ୍ୟକ୍ରମରେ ସାମିଲ ହେଲି। ଏହି ଯୋଜନାରେ ଚାଷୀଙ୍କୁ ବର୍ଷକୁ ୨ଟି କିସ୍ତିରେ ଦୁଇ ହଜାର ଲେଖାଏଁ ୪ ହଜାର ଟଙ୍କା ମିଳିବ ଏବଂ ଭୂମିହୀନ ଚାଷୀଙ୍କୁ ୩ଟି କିସ୍ତିରେ ୧୨,୫୦୦ ଟଙ୍କା ମିଳିବ ଏହି ଯୋଜନାରେ ସମସ୍ତ ଚାଷୀ ତଥା ଭୂମିହୀନ, ପିଏମ କିଷାନ ଯୋଜନରେ ଅନ୍ତର୍ଭୁକ୍ତ ଚାଷୀ ମଧ୍ୟ ଆର୍ଥିକ ସହାୟତା ପାଇପାରିବେ ଏବଂ ଆମ ଗଞ୍ଜାମର 2.57 ଲକ୍ଷ ଚାଷୀ ଏହି ଯୋଜନାରୁ ଲାଭାନ୍ୱିତ ହେବେ।

Sep 9, 2024 - 07:04
 0  17
1 / 1

1.

What's Your Reaction?

like

dislike

love

funny

angry

sad

wow

EDITOR- The Ganatantra Odisha ଲୋକମାନଙ୍କର, ଲୋକମାନଙ୍କ ପାଇଁ ଏବଂ ଲୋକମାନଙ୍କ ଦ୍ୱାରା