ମାନନୀୟ ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ @MohanMOdisha ଆଜି ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ

ମାନନୀୟ ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ @MohanMOdisha ଆଜି ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବିଜେପିର ବରିଷ୍ଠ ନେତା ତଥା ଛତିଶଗଡ଼ର ପୂର୍ବତନ ରାଜ୍ୟପାଳ ଶ୍ରୀଯୁକ୍ତ ବିଶ୍ୱଭୂଷଣ ହରିଚନ୍ଦନଙ୍କୁ ଭେଟି ତାଙ୍କ ସ୍ୱାସ୍ଥ୍ୟବସ୍ଥା ବିଷୟରେ ପଚାରି ବୁଝିବା ସହ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ତାଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି।

Sep 17, 2024 - 22:26
 0  12
1 / 1

1.

What's Your Reaction?

like

dislike

love

funny

angry

sad

wow

EDITOR- The Ganatantra Odisha ଲୋକମାନଙ୍କର, ଲୋକମାନଙ୍କ ପାଇଁ ଏବଂ ଲୋକମାନଙ୍କ ଦ୍ୱାରା