ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ଭୁବନେଶ୍ୱର ଗାନ୍ଧୀମାର୍ଗଠାରେ ପାଳିତ ହୋଇଛି । ମୁଖ୍ୟମନ୍ତ୍ରୀ @MohanMOdisha ଜାତୀୟ ପତାକା ଉତ୍ତୋଳନ ସହ ରାଜ୍ୟବାସୀଙ୍କୁ ସମ୍ବୋଧିତ କରିଛନ୍ତି । ଭାଷାଭିତ୍ତିକ ରାଜ୍ୟ ଭାବେ ଓଡିଶାର ଗଠନ ପାଇଁ ବରପୁତ୍ରଙ୍କ ବଳିଷ୍ଠ ଅବଦାନକୁ ସେ ଭୂୟସୀ ପ୍ରଶଂସା କରିଛନ୍ତି । @CMO_Odisha #theganatantraodisha #RedFort #BJP #CMOOdisha

Aug 15, 2024 - 20:44
 0  7

What's Your Reaction?

like

dislike

love

funny

angry

sad

wow

EDITOR- The Ganatantra Odisha ଲୋକମାନଙ୍କର, ଲୋକମାନଙ୍କ ପାଇଁ ଏବଂ ଲୋକମାନଙ୍କ ଦ୍ୱାରା