ସପ୍ତଦଶ ରାଜ୍ୟ ବିଧାନସଭା ବଜେଟ ଅଧିବେଶନର ଆଜି ଦ୍ୱିତୀୟ ପର୍ଯ୍ୟାୟର ଦ୍ୱିତୀୟ ଦିନ । ଗୃହ କାର୍ଯ୍ୟ ଆରମ୍ଭ ହେବା ମାତ୍ରେ ବିରୋଧୀ ସଦସ୍ୟମାନେ ମଦମୃତ୍ୟୁ ପ୍ରସଙ୍ଗ ଏବଂ ଆଦିବାସୀ ସଂରକ୍ଷଣ ପ୍ରସଙ୍ଗକୁ ନେଇ ହଟ୍ଟଗୋଳ କରିଥିଲେ । ଅପରାହ୍ଣରେ ଗୃହ କାର୍ଯ୍ୟ ସ୍ୱାଭାବିକ ଚାଲିଥିଲା । #Bidhansabha #theganatantraodisha #BJPGovernment #Odisha #assembly

Aug 22, 2024 - 02:22
 0  21

What's Your Reaction?

like

dislike

love

funny

angry

sad

wow

EDITOR - Iswar Jena ଲୋକମାନଙ୍କର, ଲୋକମାନଙ୍କ ପାଇଁ ଏବଂ ଲୋକମାନଙ୍କ ଦ୍ୱାରା